Below header

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମସ୍ତକରେ ଆଜି ଲାଗି ହେବ ସୁନାର ରାହୁ ରେଖା, ଅପରାହ୍ନ ୨ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(କେନ୍ୟୁଜ୍) : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମସ୍ତକରେ ଆଜି ଲାଗି କରାଯିବ ରାହୁ ରେଖା । ଦ୍ୱିତୀୟ ଭୋଗମଣ୍ଡପ ପରେ ରାହୁ ରେଖା ଲାଗି କରାଯିବାର ପରମ୍ପରା ରହିଛି । ଏହା ଏକ ଗୁପ୍ତନୀତି ହୋଇଥିବାରୁ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ପ୍ରାୟ ୫ଘଣ୍ଟା ଧରି ବନ୍ଦ ରଖାଯିବା ଅପରାହ୍ନ ୨ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ବା ରେଖା ପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ମସ୍ତକରେ ସୁନାର ରାହୁରେଖା ଲାଗି କରାଯାଇଥାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.