Below header

ଆଜି ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ, ଟ୍ଵିଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର ପାୱାର ହାଉସ୍‌ ଛକରେ ଥିବା ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ଵିଟ୍‌ କରି ରାମଚନ୍ଦ୍ର ଭଞ୍ଜଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଓଡ଼ିଆ ଭାଷା ଓ ସମାଜର ଉନ୍ନତି ପାଇଁ ତାଙ୍କ ଅବଦାନ ଅତୁଳନୀୟ ବୋଲି ନବୀନ କହିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.