Below header

ବଲାଙ୍ଗିରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ମିଶନ ଶକ୍ତି କାର୍ଯ୍ୟକ୍ରମରେ ଯୋଗଦେଇ ଦେଲେ ଉଦବୋଧନ

ବଲାଙ୍ଗିର(କେନ୍ୟୁଜ୍) : ବଲାଙ୍ଗିରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଥରଚେପା ପଡ଼ିଆରେ ପହଞ୍ଚିବା ପରେ ମିଶନ ଶକ୍ତି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ନବୀନ । ମିଶନ ଶକ୍ତି ସମାବେଶରେ ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ହଜାର ହଜାର ସଦସ୍ୟ ଯୋଗଦେଇଛନ୍ତି। ମହାସମାବେଶରେ SHGଙ୍କୁ ସୁଧ ଟଙ୍କା ଫେରସ୍ତ କଲେ ମୁଖ୍ୟମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.