ରାଜ୍ୟ

ତୈଳ ଦର ବୃଦ୍ଧି ପ୍ରତିବାଦରେ ଆଜି କଂଗ୍ରେସର ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା, ରାଜଧାନୀର ବିଭିନ୍ନ ଛକରେ ବିକ୍ଷୋଭ

ଭୁବନେଶ୍ବର: ତୈଳ ଦର ବୃଦ୍ଧି ପ୍ରତିବାଦରେ ଆଜି କଂଗ୍ରେସର ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା । ସକାଳ ୭ରୁ ଦିନ ଗୋଟାଏ ଯାଏ ବନ୍ଦ ପାଳନ କରୁଛି କଂଗ୍ରେସ । ତେବେ ରାଜଧାନୀର ବିଭିନ୍ନ ଛକରେ ବିକ୍ଷୋଭ କରୁଛି କଂଗ୍ରେସ। ଫଳରେ ରାଜଧାନୀରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ ରହିଛି ଓ ଅଟକି ରହିଛି ଶହ ଶହ ଗାଡ଼ି। ସେହିପରି ଭୁବନେଶ୍ୱର ଷ୍ଟେସନରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ରେଳରୋକ କରାଯାଇଛି।


 ବନ୍ଦ ପାଳନରୁ ଜରୁରୀ ସେବାକୁ ବାଦ ଦିଆଯାଇଛି । ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତୈଳ ଦର ହ୍ରାସ କରିବାକୁ ଦାବି କରିଛି କଂଗ୍ରେସ । ଏଥିସହ ବେକାରୀ ସମସ୍ୟା, ନାରୀ ନିର୍ଯାତନା, ଶିଶୁ ନିଖୋଜ, ଚାଷୀ ସମସ୍ୟା, ରାଜନୈତିକ ହିଂସାକାଣ୍ଡ ବୃଦ୍ଧି ପ୍ରତିବାଦରେ ବନ୍ଦ ପାଳନ କରୁଛି କଂଗ୍ରେସ ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago