ରାଜ୍ୟ

ଆଜି ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ-OSSTET, ରାଜ୍ୟର ୩୩୮ କେନ୍ଦ୍ରରେ ପରୀକ୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆଜି ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ-OSSTET । କୋଭିଡ କଟକଣା ମଧ୍ୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ରାଜ୍ୟର ୩୩୮ କେନ୍ଦ୍ରରେ ୭୨ହଜାର ୨୮୦ ଜଣ ପରୀକ୍ଷା ଦେବେ । ୨ଟି ସିଟିଂରେ EXAM ଅନୁଷ୍ଠିତ ହେବ।

ପରୀକ୍ଷାର ସୁପରିଚାଳନା ପାଇଁ ୪୦ ଟି ସ୍କ୍ଵାଡ ହୋଇଥିବା ବେଳେ ୮ ଟି ସ୍ୱତନ୍ତ୍ର ସ୍କ୍ଵାଡ କରାଯାଇଛି । କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦର ମୁଖ୍ୟ କାର୍ଯ୍ଯାଳୟରେ କଣ୍ଟ୍ରୋଲ ରୁମ ଖୋଲା ଯାଇଛି । କପି ପାଇଁ ବୋର୍ଡର କଡା କଟକଣା । ମାଲ୍‌ ପ୍ରାକ୍ଟିସରେ କୌଣସି ପରୀକ୍ଷାର୍ଥୀ ବୁକ ହେଲେ ସେ ଆଉ ଓଟିଇଟି କିମ୍ବା ଓଷ୍ଟେଟ ପରୀକ୍ଷା ଦେଇ ପାରିବେ ନାହିଁ । ପ୍ରତି ପରୀକ୍ଷା କେନ୍ଦ୍ରରେ ସ୍ୱତନ୍ତ୍ର ଆଇସୋଲେସନ ରୁମ କରାଯାଇଛି। ।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

9 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

20 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

31 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

59 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago