ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ: ସକାଳୁ ଆରମ୍ଭ ହୋଇ ସ୍ୱତନ୍ତ୍ର ନୀତି

ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ । ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନଅରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ ।

ପୁରୀ(କେନ୍ୟୁଜ୍): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ ।

ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ । ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନଅରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.