ରାଜ୍ୟ

ଆଜି ରାକ୍ଷୀ ପୂର୍ଣ୍ଣିମା ଓ ବଳଭଦ୍ରଙ୍କ ଜନ୍ମୋତ୍ସବ, ଶ୍ରୀମନ୍ଦିରରେ ମହାଆଡମ୍ବର ସହକାରେ ପାଳନ ହେବ ଏହି ପବିତ୍ର ପର୍ବ

ପୁରୀ: ଆଜି ଭାଇ, ଭଉଣୀଙ୍କ ପବିତ୍ର ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା । ଭାଇ ହାତରେ ଭଉଣୀ ବାନ୍ଧି ଦିଏ ସ୍ନେହ ଓ ସୁରଷାର ଡୋରି। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେଉଛି ରକ୍ଷା ବନ୍ଧନ ଉତ୍ସବ । ଭଉଣୀ ସୁଭଦ୍ରା ଆଜି ଭାଇ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧିବେ । ଏଥିପାଇଁ ସେବାୟତ ମାନେ ୪ଟି ବଡରାକ୍ଷୀ ଓ ଗୁଆମାଳ ପ୍ରସ୍ତୁତ କରିଛନ୍ତି ।

ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରକୁ ପାଟର ସେବାୟତଙ୍କ ଘରୁ ରାକ୍ଷୀ ଯାଇ ମହାପ୍ରଭୁଙ୍କୁ ଲାଗି କରାଯିବ । ପୁଷ୍ପାଳକ ସେବାୟତ ମାନେ ଏହି ରାକ୍ଷୀ ମହାପ୍ରଭୁଙ୍କୁ ଲାଗି କରିବେ । ୧୦ଦିନ ଧରି ୪ଟି ରାକ୍ଷୀ ଓ ୫୪ଟି ଗୁଆରେ ନିର୍ମିତ ଗୁଆମାଳ ପ୍ରସ୍ତୁତ କରିଛନ୍ତି। ସେହିପରି ଆଜି ମଧ୍ୟ ବଳଭଦ୍ରଙ୍କ ଜନ୍ମୋତ୍ସବ ପାଳିତ ହେଉଛି ।

Sonalisa

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

17 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

27 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

38 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago