Categories: ରାଜ୍ୟ

ଆଜି ଶାମ୍ବ ଦଶମୀ ପାଇଁ ଚଳଚଞ୍ଚଳ କୋଣାର୍କ , ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ଶ୍ରଦ୍ଧାଳୁ

କୋଣାର୍କ(କେନ୍ୟୁଜ୍) : ଆଜି ପବିତ୍ର ଶାମ୍ବ ଦଶମୀ । ଅର୍କକ୍ଷେତ୍ର କୋଣାର୍କ ଚଳଚଞ୍ଚଳ । ଭୋରରୁ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଏଥିସହ ସୂର‌୍ୟ୍ୟଙ୍କୁ ଅର୍ଘ୍ୟ ବାଢ଼ିଛନ୍ତି । ପରଂପରା ଅନୁସାରେ ସ୍ଥାନୀୟ ଅବଧୂତ ମଠରୁ ସୂର‌୍ୟ୍ୟ ରଥ ବାହାର କରାଯାଉଛି ।

ପୁରାଣ କଥା ଅନୁସାରେ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ଦୁରାରୋଗ୍ୟ ବ୍ୟାଧି କୁଷ୍ଠରେ ପୀଡ଼ିତ ହୋଇଥିଲେ । ଗର୍ଗମୁନୀଙ୍କ ପରାମର୍ଶରେ ସକଳ ଶକ୍ତିର ଆଧାର ସୂର‌୍ୟ୍ୟଙ୍କ ପୂଜା କରି ଆଜିର ଦିନରେ ଆରୋଗ୍ୟ ଲାଭ କରିଥିଲେ । ସେବେଠାରୁ ଶାମ୍ବ ଦଶମୀ ପାଳନ ହୋଇ ଆସୁଛି । ଚନ୍ଦ୍ରଭାଗାରେ ଶାମ୍ବ ଦଶମୀରେ ବୁଡ଼ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

 

KNews Bureau

Recent Posts

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

16 seconds ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

5 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

9 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

22 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

36 mins ago

ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ, ଜଙ୍ଗଲରୁ ମୃତଦେହ ଜବତ

ମୟୂରଭଞ୍ଜ : ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଥାନାରେ ଅଟକ । ଘଟଣା…

39 mins ago