Categories: ରାଜ୍ୟ

ଆଜି ଶ୍ରୀପଞ୍ଚମୀ, ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କ ପୂଜା

ଭୁବନେଶ୍ବର(କେନ୍ୟୁଜ୍): ଆଜି ଶ୍ରୀପଞ୍ଚମୀ। ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କ ପୂଜା। ମାଘ ଶୁକ୍ଲ ପଞ୍ଚମୀ ବା ଶ୍ରୀପଞ୍ଚମୀ ଦିନ ଓ ଶିଶୁମାନଙ୍କ ବିଦ୍ୟାରମ୍ଭ କାଳରେ ମାଙ୍କର ପୂଜା କରାଯାଇଥାଏ। ହିନ୍ଦୁ ସଂସ୍କୃତିରେ ଦେବୀ ସରସ୍ୱତୀଙ୍କର ଉପାସନା ବହୁ ପ୍ରାଚୀନ। ଆଦ୍ୟ ବସନ୍ତର ବର୍ଣ୍ଣାଢ୍ୟ ପୃଷ୍ଠଭୂମିରେ ଅନୁଷ୍ଠିତ ହୋଇଥାଏ ବାଗଦେବୀ ସରସ୍ୱତୀଙ୍କ ପବିତ୍ର ପାର୍ବଣ। ସରସ୍ୱତୀ ଆତ୍ମଜ୍ଞାନର ଅବିଚ୍ଛେଦ୍ୟ ଅଙ୍ଗ। ସେ ନିତ୍ୟା, ଶୁଦ୍ଧା, ବିକାର ବିବର୍ଜିତା। ତାଙ୍କ ବିନା ଜ୍ଞାନର ବର୍ତ୍ତିକା ପରିକଳ୍ପନା କରିବା ଅସମ୍ଭବ। ମା ସରସ୍ୱତୀ ଶୁଭ୍ରତାର ପ୍ରତୀକ। ଯାହା ଧବଳ ତାହା ହିଁ ସତ୍ତ୍ୱ। ସ୍ୱଚ୍ଛ, ପବିତ୍ର ଓ ନିର୍ମଳ ମୂର୍ତ୍ତି ସାତ୍ତ୍ୱିକତାର ପରିପ୍ରକାଶ। ତୁଷାର ପରି ସ୍ୱଚ୍ଛ, ସୁନ୍ଦର ଓ ପବିତ୍ରତାର ପ୍ରତୀକ ଧବଳ ବର୍ଣ୍ଣର ହଂସ ଦେବୀଙ୍କ ବାହନ। ଏହି ଶୁଭଦିବସରେ ଉତ୍କଳର ସବୁଠି କଳା, ସାହିତ୍ୟ, ସଙ୍ଗୀତ ତଥା ଶିକ୍ଷାନୁଷ୍ଠାନମାନଙ୍କରେ ପରମ୍ପରା ଅନୁସରଣ କରି ଦେବୀ ଭଗବତୀଙ୍କର ପୂଜା କରାଯାଉଛି।

 

KNews Bureau

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

9 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

20 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

49 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

2 hours ago