Categories: ରାଜ୍ୟ

ଆଜି ମଣ୍ଡପରେ ମହାଷଷ୍ଠୀ ପୂଜା, ମଧ୍ୟରାତ୍ରରେ ବେଲ୍ଵବରଣ କରାଯିବା ପରେ ଆସନ୍ତାକାଲି ସପ୍ତମୀଠାରୁ ଆରମ୍ଭ ହେବ ମାଆଙ୍କ ଦର୍ଶନ

ଭୁବନେଶ୍ବର(କେନ୍ୟୁଜ୍): ଆସୁଛନ୍ତି ମାଆ। ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସିଲାଣି ପୂଜା ମଣ୍ଡପ। ପାର୍ବଣର ମହକରେ ପୁରପଲ୍ଲୀ ମହକୁଥିବାବେଳେ ପୂଜା ମଣ୍ଡପ ଗୁଡିକରେ ମାଆଙ୍କ ଆରାଧନା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୀଠରେ ମାଆଙ୍କ ମହାସପ୍ତମୀ ପୂଜା  ଆରମ୍ଭ ହୋଇଯାଇଥିବାବେଳେ ଆଜିଠାରୁ ମଣ୍ଡପରେ ଆରମ୍ଭ ହେଉଛି ମାଙ୍କ ମହାଷଷ୍ଠୀ ପୂଜା। ଆଜି ମଧ୍ୟରାତ୍ରରେ ବେଲ୍ଵବରଣ କରାଯିବା ପରେ ଆସନ୍ତାକାଲି ସପ୍ତମୀଠାରୁ ମାଆଙ୍କ ଦର୍ଶନ ଆରମ୍ଭ ହେବ। ଭିଡକୁ ଦୃଷ୍ଟିରେ ରଖି ବିଭିନ୍ନ ମଣ୍ଡପ ଗୁଡିକରେ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର ରାଜଧାନୀରେ ଦେଖିବାକୁ ମିଳିବ ପଦ୍ମାବତ୍‌ ପ୍ଲାଲେସ, ଇନ୍ଦ୍ରପୁରୀ ଓ ଡିଜନୀ ଲ୍ୟାଣ୍ଡ ତୋରଣ। ସେହିପରି ଅକ୍ଷରଧାମ ମନ୍ଦିର ଆକୃତିର ତୋରଣ ମଧ୍ୟ ନିର୍ମାଣ କରାଯାଇଛି।

KNews Bureau

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

8 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

8 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

25 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

26 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

30 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

52 mins ago