Below header

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ଦିନ ୧୦ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ତେବେ ବୈଠକରେ କଣ ଆଲୋଚନା ହେବ ସେନେଇ କୌଣସି ଏଜେଣ୍ଡା ଦିଆଯାଇନାହିଁ। କେବଳ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ ପରାମର୍ଶ ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.