ଆଜି ଦିନ ୧୧ଟାରେ ରାଜ୍ୟ କ୍ୟାବିନେଟ ବୈଠକ, ନିର୍ବାଚନ ପୂର୍ବରୁ ହୋଇପାରେ ବଡ଼ ଘୋଷଣା

ରାଜ୍ୟ କ୍ୟାବିନେଟର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍। ଅପରାହ୍ଣରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ଚଳିତ ସରକାରର ବସିବ ଶେଷ କ୍ୟାବିନେଟ୍।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ କ୍ୟାବିନେଟର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍। ଅପରାହ୍ଣରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ଚଳିତ ସରକାରର ବସିବ ଶେଷ କ୍ୟାବିନେଟ୍। ଏକାଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଶେଷ କ୍ୟାବିନେଟ ଥିବାରୁ ରାଜ୍ୟବାସୀଙ୍କ ରହିବ ନଜର ।

ବିଭିନ୍ନ ବିଭାଗର ଦାବି ନେଇ ହୋଇପାରେ ଆଲୋଚନା ।  ଏହି ବୈଠକରେ ନଗର ଉନ୍ନୟ, ବାଣିଜ୍ୟ ଓ ପରିବହନ ସମେତ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଂଜୁରୀ ମିଳିବାର ଆଶା କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.