Categories: ରାଜ୍ୟ

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର(କେନ୍ୟୁଜ୍) : ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବୈଠକ ବସିବ। ଏଥିରେ ପ୍ରାୟ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି। ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗର ବିଭିନ୍ନ ପାନୀୟ ଜଳ ପ୍ରକଳ୍ପ ପାଇଁ ଅର୍ଥ ମଞ୍ଜୁରୀ ନିମନ୍ତେ ୫ରୁ ୬ଟି ପ୍ରସ୍ତାବ ଅନୁମୋଦନ ପାଇଁ ଆସିପାରେ। ଏହାସହିତ ହସ୍ତତନ୍ତ ଏବଂ ବୟନଶିଳ୍ପ ବିଭାଗର ଗୋଟିଏ ଓ ଓଡ଼ିଶା ସେକ୍ରେଟାରିଏଟ୍‌ ସର୍ଭିସ୍‌ କ୍ୟାଡର ସଂଶୋଧନ ଆଦି ଏଜେଣ୍ଡାରେ ସ୍ଥାନ ପାଇଛି।

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

33 seconds ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

10 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

44 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

52 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago