ଚାଲିଛି ମାଟ୍ରିକ୍‌ ଏଗଜାମ୍, ଆଜି ଇଂରାଜୀ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ଭୁବନେଶ୍ବର: ଚାଲିଛି ମାଟ୍ରିକ୍‌ ପରୀକ୍ଷା । ଆଜି ଇଂରାଜୀ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ୨ହଜାର ୮୮୮ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୬୦ ହଜାରରୁ ଅଧିକ ଛାତ୍ରଛାତ୍ରୀ । ପରୀକ୍ଷା ସୁପରିଚାଳନା ପାଇଁ ତ୍ରିସ୍ତରୀୟ ସ୍କ୍ଵାଡ୍‌ ବ୍ୟବସ୍ଥା ସହ ହଜାରେଟି କେନ୍ଦ୍ରରେ ଲାଗିଛି ସିସିଟିଭି କ୍ୟାମେରା ।