ଆଜି ତିନି ରଥର ହେବ ଦକ୍ଷିଣ ମୋଡ, ଅଣାଯିବ ନାକଚଣା ଦ୍ୱାର ନିକଟକୁ

ପୁରୀ(କେନ୍ଯୁଜ୍): ଆଜି ତିନି ରଥର ହେବ ଦକ୍ଷିଣ ମୋଡ । ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ତିନି ରଥକୁ ନାକଚଣା ଦ୍ୱାର ନିକଟକୁ ନିଆଯିବ। ପରମ୍ପରା ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ଦେଇ ଆଡପ ମଣ୍ଡପ ବିଜେ କରିଥିବାବେଳେ ନାକଚଣା ଦ୍ୱାର ଦେଇ ବାହୁଡା ଯାତ୍ରାରେ ବାହାରିଥାନ୍ତି ।

ସକାଳ ଧୂପ ପରେ ରଥକୁ ଆଜ୍ଞାମାଳ ବିଜେ କରାଯିବ । ଏହାପରେ ୩ ରଥକୁ ନାକଚଣା ଦ୍ୱାର ନିକଟକୁ ଅଣାଯିବ । ପ୍ରଥମେ ଦେବଦଳନ, ପରେ ନନ୍ଦିଘୋଷ ଓ ଶେଷରେ ତାଳଧ୍ୱଜ ରଥ ଟଣାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.