ଆଜି ଉତ୍କଳ ଦିବସ: ସ୍ୱତନ୍ତ୍ର ଓଡ଼ିଶାକୁ ପୂରିଲା ୮୪ବର୍ଷ, ସମସ୍ତଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: କରୋନା ଭାଇରସ୍‌ ଯୋଗୁ ସମଗ୍ର ଭାରତ ସମେତ ଓଡ଼ିଶା ଲକ୍‌ଡାଉନ ଘୋଷଣା ହୋଇଥିବାରୁ ଉତ୍କଳ ଦିବସକୁ ନିରାଡମ୍ବର ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଉତ୍କଳ ଦିବସ ପାଳନ ନେଇ କୌଣସି ସ୍ଥାନରେ ୭ଜଣରୁ ଅଧିକ ଲୋକ ଏକାଠି ନହେବାକୁ କୁହାଯାଇଛି ।

modinaveenଏହି ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ପ୍ରାର୍ଥନା କରୁଛି। ଆମେ ଓଡ଼ିଆମାନେ ଆମ କେତା, ବୀରତ୍ୱ ସ୍ୱାଭିମାନୀପମିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମେ ଏକତା ଓ ସ୍ୱାଭିମାନପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ୍‌ ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.