Below header

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ (କେନ୍ଯୁଜ): ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ଅନୁଷ୍ଠିତ ହେବ। ଖାସ୍ ସେଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ। ଅପରାହ୍ନ ୪ଟାରୁ ରାତି ୮ ଟା ଯାଏଁ ଦର୍ଶନ ବନ୍ଦ। ଦତ୍ତ ମହାପାତ୍ର ସେବକଙ୍କ ଦ୍ବାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯାଉଥିବା ବେଳେ ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ମିଳିବ ନାହିଁ। ନୀତି ସମ୍ପାଦନ ସମୟରେ ମନ୍ଦିରର ସମସ୍ତ ଦ୍ବାର ବନ୍ଦ ରହୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ସୁବିଧା ମିଳେ ନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.