ଆସନ୍ତାକାଲି କେରଳ ଛୁଇଁବ ମୌସୁମୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ମେଘାଛନ୍ନ ରହିଛି ଆକାଶ

କେନ୍ୟୁଜ୍: ବଦଳୁଛି ପାଣିପାଗ। ଆସନ୍ତାକାଲି କେରଳ ଛୁଇଁବ ମୌସୁମୀ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆକାଶ ମେଘାଛନ୍ନ ରହିଛି। ପାଣିପାଗ ବିଭାଗର ସୂଚନା ଅନୁୟାୟୀ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଗ କୋହଲା ରହିବା ସହ କିଛି ସ୍ଥାନରେ ବର୍ଷା ହୋଇପାରେ। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବା ସମ୍ଭାବନା ରହିଛି।

Leave A Reply

Your email address will not be published.