ପୁରୀ(କେନ୍ୟୁଜ୍): ଆଜି ବିଶ୍ୱ ପୃଥିବୀ ଦିବସ । ବାଲୁକାକଳା କରି ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ୍ ହାଉସ୍ ବେଳାଭୂମିରେ ବାଲୁକାକଳା ନିର୍ମାଣ କରିଛନ୍ତି । ପୃଥିବୀକୁ ସରସ ସୁନ୍ଦର କରିବା ପାଇଁ ବାଲୁକାକଳା ମାଧ୍ୟମରେ ଆହ୍ଵାନ ଦେଇଛନ୍ତି । ଏହି ବାଲୁକାକଳା ପାଇଁ ୧୨ ଟନ୍ ବାଲି ଉପଯୋଗ ହୋଇଛି । ଏଥିପାଇଁ ୭ ଘଣ୍ଟା ସମୟ ଲାଗିଥିଲା ।
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…