Below header

ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା, ରଥ ନିର୍ମାଣ ଅନୁକୂଳ ସହ ଚନ୍ଦନ ଯାତ୍ରା ଆରମ୍ଭ

ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଓ ଜଳକ୍ରୀଡା ପାଇଁ ଆଜି ପୂର୍ବାହ୍ନରେ  ଠାକୁରଙ୍କ ରୂପା ସିଂହାସନ ନରେନ୍ଦ୍ର ପୁଷ୍କରିଣୀ ପରିସରକୁ ନିଆଯାଇଛି ।

ପୁରୀ : ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା। ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଓ ଜଳକ୍ରୀଡା ପାଇଁ ଆଜି ପୂର୍ବାହ୍ନରେ  ଠାକୁରଙ୍କ ରୂପା ସିଂହାସନ ନରେନ୍ଦ୍ର ପୁଷ୍କରିଣୀ ପରିସରକୁ ନିଆଯାଇଛି । ଏହି ସିଂହାସନରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଧୁସୂଦନ ,ଭୂଦେବୀ ,ଶ୍ରୀଦେବୀ ବିଜେ କରି ନୌକାରେ ଜଳକ୍ରୀଡା କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.