କନ୍ଧମାଳ (କେନ୍ୟୁଜ୍) : ଆସନ୍ତାକାଲି ଜନ୍ମାଷ୍ଟମୀ । ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଦଶମ ଶ୍ରାଦ୍ଧ ବାର୍ଷିକୀ । ଏଥିପାଇଁ କନ୍ଧମାଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଭିନ୍ନ ସ୍ଥାନରେ ଗାଡ଼ି ମୋଟର ଯାଞ୍ଚ କରାଯାଉଛି । ଜଲେଶପଟା ଆଶ୍ରମ ସମେତ ସାରା କନ୍ଧମାଳ ଜିଲ୍ଲାରେ ଫୋର୍ସ ମୁତୟନ କରାଯାଉଛି । ଏହି ଅବସରରେ ଚକାପାଦ ଓ ତୁମୁଡ଼ିବନ୍ଧର ଜଲେଶପଟା ଆଶ୍ରମରେ ଆଧ୍ୟାତ୍ମିକ କାର୍ୟ୍ୟକ୍ରମ ଆୟୋଜନ କରାଯିବ । ଏଥିପାଇଁ ଆଶ୍ରମକୁ ସଫା କରାଯିବା ସହ ସୁସଜ୍ଜିତ କରାଯାଉଛି । ୨୦୦୮ ମସିହା ଅଗଷ୍ଟ ୨୩ ତାରିଖରେ ଆତତାୟୀଙ୍କ ଗୁଳିରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ମୃତ୍ୟୁ ହୋଇଥିଲା ।
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…