ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି: ୪ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ୧୯ ତାରିଖ ଶନିବାର ମାର୍ଗଶିର-କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ରୁ ରାତ୍ର୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନାଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.