Categories: ରାଜ୍ୟ

ଆସନ୍ତାକାଲି ସାକ୍ଷୀଗୋପାଳରେ ରାଧାପାଦ ଦର୍ଶନ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପିପିଲି (କେନ୍ଯୁଜ୍) : ଆସନ୍ତାକାଲି ସାକ୍ଷୀଗୋପାଳରେ ରାଧାପାଦ ଦର୍ଶନ। ଦର୍ଶନ ପାଇଁ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ତେବେ ଭିଆଇପି ଟିକେଟ ଓ ସେବାୟତଙ୍କ ପାଉଣାକୁ ନେଇ ବିବାଦ ଦେଖାଦେଇଛି।

ଭିଆଇପି ଟିକେଟ ସଂପୂର୍ଣ୍ଣ ବନ୍ଦ କରିବା ସହ ପାଉଣା ବାବଦ ୫ଲକ୍ଷ ଟଙ୍କା ଦାବି କରିଛନ୍ତି ସେବାୟତ। ଠାକୁରଙ୍କ ଗୋପାଳ ବଲ୍ଲଭ ନୀତି ବନ୍ଦ ହେବା ପରେ ସେବାୟତମାନେ ମନ୍ଦିର ଆଗରେ ଧାରଣା ଦେଇଛନ୍ତି।

KNews Bureau

Recent Posts

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋ…

6 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

1 hour ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

1 hour ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

1 hour ago

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ…

2 hours ago

ଆଜିର ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

2 hours ago