ପୁରୀ (କେନ୍ୟୁଜ): ଆସନ୍ତା କାଲି ଅଁଳା ନବମୀ ଅବସରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଈଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। କରୋନା କଟକଣା ହଟିଥିବାରୁ ସାକ୍ଷୀଗୋପାଳରେ ଅଁଳା ନବମୀରେ ଭକ୍ତଙ୍କୁ ରାଧାପାଦ ଦର୍ଶନ କରିବାକୁ ଅନୁମତି ମିଳିଛି। ହେଲେ ରାଧା ପାଦ ସ୍ପର୍ଶ ନେଇ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିନାହିଁ।। ଏନେଇ ପୁରୀ ଏସ୍ପି ସୂଚନା ଦେଇଛନ୍ତି।
କୋଭିଡ କଟକଣା ଯୋଗୁ ୨ ବର୍ଷ ପରେ ରାଧା ପାଦ ଦର୍ଶନ ହେଉଥିବାରୁ ପ୍ରବଳ ଭକ୍ତଂକ ସମାଗମ ହେବା ଆଶା କରାଯାଉଛି। ଏହାକୁ ଦୃଷ୍ଟି ରେ ରଖି ପ୍ରଶାସନିକ ପ୍ରସ୍ତୁତି ହୋଇଥିବାବେଳେ ଭକ୍ତଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା ଜିଲ୍ଲାପାଳ କହିଛନ୍ତି । ଭକ୍ତଙ୍କୁ ପାଦ ଛୁଇଁବାକୁ ବାରଣ କରିଛି ପ୍ରଶାସନ । ଅଧିକ ଭିଡକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ । ଏହାସହ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରିଛି ଜିଲ୍ଲା ପ୍ରଶାସନ । ଏଥିପାଇଁ ନିୟୋଜିତ ହେବେ ୩ ଜଣ ADD SP, ୮ଜଣ DSP , ୧୮ଜଣ INSP , ୭୪ ଜଣ ASI , ୧୦୦ ଜଣ ହାବିଲଦାର ଓ କନେଷ୍ଟବଳ, ଗୃହରକ୍ଷୀଙ୍କ ସମେତ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବ । ତେବେ ପୁରୀ SPଙ୍କ ନଜରରେ ରହିବ ସମସ୍ତ ଅଞ୍ଚଳ ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…