ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ। ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ। କ୍ୟାବିନେଟ ପରେ ମନ୍ତ୍ରିପରିଷଦ ବୈଠକ ବସିବ।

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ । କ୍ୟାବିନେଟ ପରେ ମନ୍ତ୍ରିପରିଷଦ ବୈଠକ ବସିବ । ଏଥିରେ ବଜେଟରେ ଲାଗିବ ମୋହର । ଆସନ୍ତା ୮ ତାରିଖରେ ବିଧାନସଭାରେ ଉପସ୍ଥାପନ ହେବ ବଜେଟ୍ । ୫ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ ଗୁରୁତ୍ବପୂର୍ଣ୍ଣ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.