Below header

ଶେଷ ପର୍ଯ୍ୟାୟରେ ବାଲେଶ୍ବର ଓ ତିର୍ତ୍ତୋଲରେ ଉପନିର୍ବାଚନ ପ୍ରଚାର, ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗୁଛନ୍ତି ହେଭି ୱେଟ ପ୍ରଚାରକ

କେନ୍ୟୁଜ୍(ବ୍ୟୁରୋ): ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ କାଲି ସରୁଛି ପ୍ରଚାର । ଶେଷ ପର୍ଯ୍ୟାୟ କ୍ୟାମ୍ପେନିଂରେ ଦମ୍‌ ଲଗାଇ ଦେଇଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ । ଶେଷ ମୁହୁର୍ତ୍ତରେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଉଦ୍ୟମ ଜାରି ରଖିଛନ୍ତି ।

ବିଜେଡି ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ଶୁଭେଚ୍ଛୁ । ରଘୁନାଥପୁର ବ୍ଲକରେ ସ୍ୱର୍ଗତ ବିଷ୍ଣୁ ଦାସଙ୍କ ପୁତ୍ର ବିଜୟ ଶଙ୍କର ଦାସଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍‌ ଦେଇ ଜିତାଇବାକୁ ଲୋକଙ୍କୁ ନିବେଦନ କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.