Categories: ରାଜ୍ୟ

ଭଦ୍ରକ: ସ୍ୱାଧୀନତାର ୭୭ବର୍ଷ ପରେ ମଧ୍ୟ ଶ୍ରୀହୀନ ହୋଇପଡ଼ିରହିଚି ସ୍ମୃତିପୀଠ ‘ଇରମ’, ସହିଦ ଦିବସ ପାଳିବାକୁ ପର୍ଯ୍ୟଟନ ବିଭାଗ ନେଇଛି ନିଷ୍ପତ୍ତି

ଭଦ୍ରକ(କେନ୍ୟୁଜ୍):  ବାସୁଦେବପୁରର ରକ୍ତତୀର୍ଥ ଇରମ। କୁହାଯାଏ ଏହା ୨ୟ ଜାଲିୱାନାବାଗ ହତ୍ୟାକାଣ୍ଡର ଐତିହାସିକ ପୀଠ। ୧୯୪୨ ମସିହା ସେପ୍ଚେମ୍ବର ମାସ ୨୮ ତାରିଖରେ ଭାରତ ଛାଡ଼ ଆନ୍ଦୋଳନରେ ଯୋଗ ଦେବା ପାଇଁ ଇରମ ଠାରେ ଏକାଠି ହୋଇଥିଲେ ଅନେକ ସଂଗ୍ରାମୀ। ଇଂରେଜମାନେ ଖବର ପାଇ ପ୍ରଜାମେଳି ଉପରେ ଆଖିବୁଜା କରିଥିଲେ ଗୁଳିଚାଳନା। ଘଟଣାସ୍ଥଳରେ ଶହୀଦ ହୋଇଥିଲେ ୨୮ଜଣ। ୫୬ଜଣ ହୋଉଥିଲେ ଗୁରୁତର। ପରେ ଜେଲରେ ଆଉଜଣେ ପ୍ରାଣ ହରାଇଥିଲେ। ତେବେ ସ୍ୱାଧୀନତାର ୭୭ବର୍ଷ ପରେ ମଧ୍ୟ  ଶ୍ରୀହୀନ ହୋଇପଡ଼ିରହିଚି ସ୍ମୃତିପୀଠ। ବହୁତ ଆବେଦନ ଓ ଦାବି ପରେ ଇରମକୁ କେବଳ ମିଳିଛି ପର୍ଯ୍ୟଟନ ସ୍ଥଳୀର ମାନ୍ୟତା। ଚଳିତ ବର୍ଷ ସହିଦ ଦିବସ ପାଳିବାକୁ ପର୍ଯ୍ୟଟନ ବିଭାଗ ନିଷ୍ପତ୍ତି ନେଇଛି। ଏବେ କେତେ ଧୁମଧାମରେ ପାଳନ ହେବ ସହିଦ ଦିବସ ତାକୁ ଅପେକ୍ଷା କରିଛନ୍ତି ଗ୍ରାମବାସୀ ।

KNews Bureau

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

9 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

21 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

22 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago