ବାଲେଶ୍ୱର(କେନ୍ୟୁଜ୍) : ଓଲଟିଲା ବସ୍। ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ତାର୍ଥଯାତ୍ରୀ। ବାଲେଶ୍ୱର ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥ ସିମୁଳିଆ ଥାନା ନିକଟରେ ଏହି ଦୁର୍ଘଟଣା ଘଟିଛି। ବସ୍ଟି ୫୨ଜଣ ତୀର୍ଥଯାତ୍ରୀଙ୍କୁ ନେଇ ବାହୁଡା ଦେଖିବାକୁ ଝାଡଖଣ୍ଡରୁ ପୁରୀ ଆସୁଥିଲା। ଏହି ସମୟରେ ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ନୟନଯୋରୀକୁ ଖସି ପଡିଥିଲା। ତେବେ ସୌଭାଗ୍ୟବଶତଃ ତୌଣସି ଯାତ୍ରୀଙ୍କ କ୍ଷତି ହୋଇନାହିଁ। ସିମୁଳିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିଲା।
ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…
ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…
ନୟାଗଡ଼ (କେନ୍ୟୁଜ୍) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…
କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…