ଭୁବନେଶ୍ୱର (କେନ୍ୟୁଜ): ନନ୍ଦନକାନନରେ ବଡ଼ ଅଘଟଣ । ଖାଲରେ ଖସିଲା ବସ୍ । ସିଂହ ସଫାରୀରେ ୧ ଘଣ୍ଟାରୁ ଅଧିକ ସମୟ ଫସି ରହିଲେ ୩୦ ପର୍ଯ୍ୟଟକ । ବସ୍ ଚାରିପଟେ ସିଂହ ବୁଲୁଥିଲା । ସିଂହକୁ ଦେଖି ଆତଙ୍କିତ ହୋଇ ପଡିଥିଲେ ପର୍ଯ୍ୟଟକ । ପାଖାପାଖି ଦେଢ ଘଣ୍ଟା ପରେ ପର୍ଯ୍ୟଟକଙ୍କୁ ଉଦ୍ଧାର କରଯାଇଥିଲା ।
ଗତକାଲି ଅପରାହ୍ନରେ ସିଂହ ସଫାରୀକୁ ନେଇ ଯାଉଥିବା ବସ୍ ଭାରସାମ୍ୟ ହରାଇ ଖାଲକୁ ଖସି ପଡିଥିଲା । ଏହାପରେ ବସ୍ ନିକଟକୁ ଚାଲି ଆସିଥିଲେ ସିଂହ । ନନ୍ଦନକାନନ କର୍ତ୍ତୃପକ୍ଷ ଯାଇ ସିଂହଙ୍କ କାବୁ କରିବା ପରେ ଖୁଆଡ ଭିତରେ ଛାଡିଥିଲେ। ପରେ ପର୍ଯ୍ୟଟକଙ୍କୁ ବାହାର କରାଯାଇଥିଲା ।
ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…
ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…
ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ। ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…
ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…
ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…