Below header

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର: ୨ ମୃତ, ୧୨ରୁ ଅଧିକ ଆହତ

ଓଲଟିଲା ଟ୍ରାକ୍ଚର । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତାଳଗୁରାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଆନ୍ଧ୍ରପ୍ରଦେଶର ପଲାସା ଓ ମଞ୍ଜୁଷା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ବ୍ରହ୍ମପୁର (କେନ୍ୟୁଜ): ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତାଳଗୁରାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଆନ୍ଧ୍ରପ୍ରଦେଶର ପଲାସା ଓ ମଞ୍ଜୁଷା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ମୃତାହତମାନେ ଚିକିଟି ଯାଉଥିବା ବେଳେ ରାସ୍ତାରେ ଓଲଟି ପଡ଼ିଥିଲା ଟ୍ରାକ୍ଟର । ମୃତାହତମାନେ ପାତ୍ରପୁର ବ୍ଲକ ବୁରାତାଲ ଓ ତୁମ୍ବା ପଞ୍ଚାୟତର ବୋଲି ସୂଚନା ମିଳିଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ଟ୍ରାକ୍ଟର ଓଲଟିଲା ଜଣାପଡିନି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.