Categories: ରାଜ୍ୟ

ଏଜି ଛକରେ ଓଲିଉଡ୍‌ କଳାକାର ବାଣ୍ଟିଲେ ରେଡ୍‌ରୋଜ୍‌ ଓ ଚକୋଲେଟ୍‌

ଭୁବନେଶ୍ୱର (କେ ନ୍ୟୁଜ୍‌) : ଟ୍ରାଫିକ୍‌ ସଚେତନତାରେ ସିନେତାରକା । ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଏକ ଟ୍ରାଫିକ୍‌ ସଚେତନତା କାର୍ଯ୍ୟକ୍ରମରେ ଓଲିଉଡ୍‌ ଜଗତର ବିଭିନ୍ନ ସିନେତାରକାଙ୍କୁ ଦେଖିବାକୁ ମିଳିଥିଲା । ଚଳଚ୍ଚିତ୍ର ଅଭିନେତା ସମ୍ବିତ, ସମରେଶ, ଅଭିନେତ୍ରୀ ଅନୁଭା ପଣ୍ଡା ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ହାତରେ ଗୋଲାପ ଫୁଲ ଓ ଚକଲେଟ୍‌ ଦେଇ ଏଜି ଛକ ନିକଟରେ ଲୋକଙ୍କୁ ସଚେତନତା କରିଥିଲେ ।

ଧରି ଜନସାଧାରଣଙ୍କୁ ଟ୍ରାଫିକ୍‌ ନିୟମ ଉପରେ ଅବଗତ କରାଇବା ସହ ନିୟମ ମାନିଲେ କିଭଳି ଆମେ ସୁରକ୍ଷିତ ଜୀବନଯାପନ କରି ପାରିବା ସେ ସମ୍ବନ୍ଧରେ ଜନସାଧାରଣଙ୍କୁ ବୁଝାଇଥିଲେ । ଏହା ସହିତ ହେଲମେଟ ଓ ସିଟ୍‌ ବେଲ୍ଟ ପିନ୍ଧି ନଥିବା ଚାଳକମାନଙ୍କୁ ଗୋଲାପ ଫୁଲ ଦେଇଥିବା ବେଳେ, ଅନ୍ୟମାନଙ୍କୁ ଚକଲେଟ୍‌ ଦିଆଯାଇଥିଲା । କାର୍ଯ୍ୟକ୍ରମରେ ବହୁ ଟ୍ରାଫିକ୍‌ କର୍ମଚାରୀ ମଧ୍ୟ ସାମିଲ ହୋଇଥିଲେ ।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

19 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

51 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

53 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

56 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 hour ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago