ଆଇଗିଣିିଆ ଛକରେ ମର୍ମନ୍ତୁଦ ଦୁର୍ଘଟଣା: ସ୍କୁଟି ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍, ଗୁରୁତର ଅବସ୍ଥାରେ ଝିଅ ଏମ୍ସରେ ଭର୍ତ୍ତି

ଭୁବନେଶ୍ବର(କେନ୍ଯୁଜ୍): ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆଇଗିଣିିଆ ଛକରେ ସ୍କୁଟି ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ। ସ୍କୁଟି ଚାଳକଙ୍କ ଝିଅ ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି। ଘଟଣା ସ୍ଥଳରେ ତମାଣ୍ଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.