Below header

ଟ୍ରେନ ଧକ୍କାରେ ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ

ଘଟଗାଁ (କେନ୍ୟୁଜ୍) : ଟ୍ରେନ ଧକ୍କାରେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ବରଗୁଡା ସ୍ଥିତ ଆଦର୍ଶ ବିଦ୍ୟାଳୟର ୮ମ ଶେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଛାତ୍ର ହେଲେ ଘଷିପୁରା ଥାନା ନାରଙ୍ଗପୁର ଅଂଚଳର ଅନିଶ କୁମାର ସାହୁ ବୋଲି ଜଣାପଡିଛି । ସ୍କୁଲରୁ ଛୁଟି ହେବାପରେ ଟ୍ରେନ ଲାଇନ ପାର ହୋଇ ହଷ୍ଟେଲକୁ ଫେରୁଥିବା ବେଳେ ଟ୍ରେନ ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ହିଁ ଛାତ୍ରଙ୍କ ମୃତ୍ୟୁ ହୋଇଯାଇଥିଲା । ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଚିଁ ତଦନ୍ତ ଚଳାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.