Categories: ରାଜ୍ୟ

ସମ୍ବଲପୁର : ଓ୍ଵାଗନ୍ ଛାଡ଼ି ଛୁ ମାରିଲା ମାଲବାହୀ ଟ୍ରେନ୍

ସମ୍ବଲପୁର (କେନ୍ୟୁଜ୍) :ଓ୍ଵାଗନ୍ ଛାଡ଼ି ପଳାଇଲା ମାଲବାହୀ ଟ୍ରେନ୍ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଧାରୁଆଡିହି-ବାମରା ଷ୍ଟେସନ ମଝିରେ ଘଟିଛି ଏଭଳି ଘଟଣା। ବ୍ରଜରାଜନଗରରୁ ପଶ୍ଚିମବଙ୍ଗର ପୋଲାଘାଟ ଯିବା ବେଳେ ଟ୍ରେନର ୫ଟି ଓ୍ଵାଗନ୍ ଛାଡ଼ି ପ୍ରାୟ ଅଧା କିଲୋମିଟର ଆଗକୁ ପଳାଇଥିଲା ଟ୍ରେନ୍। ପରେ ଟ୍ରେନ୍ ଡ୍ରାଇଭର ଘଟଣା ସଂପର୍କରେ ଜାଣିବା ପରେ ପଛକୁ ଫେରିଥିଲେ । ଓ୍ଵାଗନଗୁଡ଼ିକୁ ପୁଣି ସଂଯୋଗ କରାଯିବା ପରେ ଆଗକୁ ବଢ଼ିଥିଲା ଟ୍ରେନ୍ ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

6 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

14 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

29 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

35 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

49 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago