Categories: ରାଜ୍ୟ

ଆଜି ସାତକୋଶିଆରେ ସୁନ୍ଦରୀକୁ କରାଯିବ ଟ୍ରାଙ୍କୁଲାଇଜ୍‌

ଅନୁଗୁଳ(କେନ୍ଯୁଜ୍) : ସାତକୋଶିଆ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବାଘୁଣୀ ସୁନ୍ଦରୀକୁ ଖୋଜା ଚାଲିଛି । ଆଜି ତାକୁ ଟ୍ରାଙ୍କୁଲାଇଜ୍‌ କରାଯିବ । ସୁନ୍ଦରୀଙ୍କୁ ଧରିବା ପାଇଁ ସାତକୋଶିଆରେ ୪ଟି ବିଶେଷଜ୍ଞ ଟିମ୍‌ ନିୟୋଜିତ ହୋଇଛନ୍ତି । ଏଥିରେ ସାମିଲ ଅଛନ୍ତି ଓୟୁଏଟି, ଶିମିଳିପାଳ ଓ ନନ୍ଦନକାନନରୁ ଆସିଥିବା ଟ୍ରାଙ୍କୁଲାଇଜର୍‌ ବିଶେଷଜ୍ଞ ।

ଜିପିଏସ୍‌ ରାଡାର୍‌ ମାଧ୍ୟମରେ ଜଣାପଡ଼ିଛି ଯେ, ସୁନ୍ଦରୀ ବର୍ତ୍ତମାନ ପୁରୁଣାକୋଟ ରେଞ୍ଜ ଅନ୍ତର୍ଗତ କୁମୁରି ନିକଟ ଜଙ୍ଗଲରେ ବୁଲାବୁଲି କରୁଛି । ସୁବିଧା ଦେଖି ତାକୁ ନିଶ୍ଚେତକ କରାଯିବ । ଏହାପରେ ତାକୁ ଏନକ୍ଲୋଜରରେ ରଖାଯିବ । ବାଘୁଣୀ ଟାଇଁସି ଗାଁରେ ଜଣଙ୍କୁ ମାରି ଦେଇଥିବା ଅଭିଯୋଗ ପରେ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ତେଜିଛି । ସୁନ୍ଦୀରକୁ ସ୍ଥାନାନ୍ତର ପାଇଁ ଦାବି ଜୋର ଧରୁଛି । ସେହିପରି ସୁନ୍ଦରୀକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

3 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

5 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

6 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

7 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

8 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

8 hours ago