ରାଜ୍ୟ

ଡ୍ରାଇଭରଙ୍କ ଦାବି ପାଇଁ ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି, ଆଲୋଚନାକୁ ନିଆଯିବ

କେନ୍ୟୁଜ୍(ବ୍ୟୁରୋ):   ୧୦ ଦଫା ଦାବିରେ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ପରିବହନ ସଚିବ ଉଷା ପାଢୀ। ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଡ୍ରାଇଭର ସଂଘର ଦାବିଗୁଡ଼ିକୁ ଆଲୋଚନାକୁ ନିଆଯିବ।

ଡ୍ରାଇଭର ସଂଘର ଦାବି ନେଇ ମୁଖ୍ୟମନ୍ତ୍ରୀ ସକାରାତ୍ମକ ଭାବେ ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ଟୁକୁନି ସାହୁ। ଆଲୋଚନା ମାଧ୍ୟମରେ ସବୁ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ପରିବହନ ସଚିବ ଉଷା ପାଢୀ।ଦାବିକୁ ନେଇ ପୂର୍ବରୁ ଆଲୋଚନା ହୋଇଛି। ଆଗକୁ ମଧ୍ୟ ଆଲୋଚନା କରାଯିବ। ଡ୍ରାଇଭରମାନଙ୍କର ବିଭିନ୍ନ ସଂଘ ଅଛି। ଗୋଟିଏ ସଂଘ ଆନ୍ଦୋଳନକୁ ଓହ୍ଲାଇଛି। ସେମାନଙ୍କ ସହ ଆଲୋଚନା ପାଇଁ ଆମେ ରାଜି ବୋଲି କହିଛନ୍ତି ଉଷା ପାଢୀ।…

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago