କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ : ୩ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ କଲେ ଦାବି

ବନ୍ଦେ ଭାରତ ଏକ୍ସପ୍ରେସ୍‌ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଚିଠି । ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ପାଇଁ ଦାବ କରିଛନ୍ତି ।

(କେନ୍ୟୁଜ): ବନ୍ଦେ ଭାରତ ଏକ୍ସପ୍ରେସ୍‌ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଚିଠି । ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ପାଇଁ ଦାବ କରିଛନ୍ତି । ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ରାଜ୍ୟ ଦାବି କରିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.