ଭୁବନେଶ୍ୱର: ସେପଟେ ଆସିଲା ୧୦୯ରୁ ୧୧୮ ନମ୍ବର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରୀ । ୧୦୯ ଓ ୧୧୦ ନମ୍ବର ଆକ୍ରାନ୍ତ କୋଲକାତା ଫେରନ୍ତା । ୧୧୨, ୧୧୩, ୧୧୪ ଓ ୧୧୫ ନମ୍ବର ଆକ୍ରାନ୍ତ ରାଉରକେଲା ନାଲା ରୋଡ୍ର । ସେ ୧୦୩ ନମ୍ବର ଆକ୍ରାନ୍ତଙ୍କ ନିକଟ ସଂପର୍କୀୟ । ୧୧୬ ଓ ୧୧୭ ନମ୍ବର ଆକ୍ରାନ୍ତ ଭଦ୍ରକ ବାସୁଦେବପୁର ଅଞ୍ଚଳର ହୋଇଥିବା ବେଳେ ୧୧୮ ନମ୍ବର ଆକ୍ରାନ୍ତ ଭଦ୍ରକ ବନ୍ତ ଅଞ୍ଚଳର । ଏହି ତିନି ଜଣ କୋଲକାତା ଫେରନ୍ତା । ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ। ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…
ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…
ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…