କଟକ(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ଟ୍ରାଇବାଲ ଡେଭଲପମେଣ୍ଟ କର୍ପୋରେସନ କର୍ମଚାରୀ। ରୋହିତ ପରିଡ଼ାଙ୍କ ଠାରୁ ୫ ଲକ୍ଷ ୫୪ ହଜାର ଟଙ୍କା ଜବତ କରିଛି ଓଡିଶା ଭିଜିଲାନ୍ସ। ଜବତ ଟଙ୍କା ଲାଞ୍ଚ କାରବାରର ହୋଇଥିବା ସନ୍ଦେହ କରୁଛି ଭିଜିଲାନ୍ସ।
ରୋହିତ ହେଉଛନ୍ତି ଟ୍ରାଇବାଲ ଡେଭଲପମେଣ୍ଟ କୋଅପରେଟିଭ କର୍ପୋରେସନ ଲିମିଟେଡ଼ରେ ପୂର୍ବତନ ଜିଏମ। ଅବସର ପରେ ପୁନଃ ନିଯୁକ୍ତିରେ ଆର ଉଦୟଗିରିରେ କାର୍ଯ୍ୟରତ ଥିଲେ ରୋହିତ। ଚନ୍ଦ୍ରଗିରିରୁ ଭୁବନେଶ୍ୱରକୁ ବସ୍ରେ ଆସୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ରୋହିତ। ତିନୋଟି ସ୍ଥାନରେ ଆୟ ବହିର୍ଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…