ବାଲୁକା କଳା ମାଧ୍ୟମରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ସାହୁ

ପୁରୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି । ପୁରୀରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ସାହୁ।

ତାଙ୍କ ମୃତ୍ୟୁରେ ଏକ ଯୁଗର ଅବସାନ ଘଟିଥିବା ବାଲୁକା କଳା ମାଧ୍ୟମରେ ପ୍ରଦର୍ଶନ କରାଯାଇଛି । ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.