ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ବୀରପୁତ୍ର ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଶ୍ଵ ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ସୁଦର୍ଶନ ଏହି ବାଲୁକା କଳାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଳିଙ୍ଗର ବୀରପୁତ୍ର ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଛନ୍ତି ।

ପୁରୀ(କେନ୍ୟୁଜ୍‌): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଶ୍ଵ ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ସୁଦର୍ଶନ ଏହି ବାଲୁକା କଳାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଳିଙ୍ଗର ବୀରପୁତ୍ର ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଛନ୍ତି ।

ତାଙ୍କ ବୀରତ୍ୱ ଓ ମାନବସେବା ସହ ରାଜନୀତି ଦୁନିଆରେ ତାଙ୍କ ପାରଦର୍ଶିତାକୁ ନେଇ ବିଶ୍ୱରେ ଏକ ବାର୍ତ୍ତା ପହଞ୍ଚାଇବା ପାଇଁ ୫ଫୁଟ ଉଚ୍ଚତାର ଅବିକଳ ପ୍ରତିମୂର୍ତ୍ତି ନିର୍ମାଣ କରିଥିବା ବେଳେ ‘ ଟ୍ରିବ୍ୟୁଟ ଟୁ ଦ ଟଲମ୍ୟାନ୍ ବିଜୁବାବୁ’ ଲେଖି ବାଲୁକା କଳା ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.