ଭୁବନେଶ୍ୱର: ଭୁବନେଶ୍ୱର ୧୨୦ ବାଟାଲିଅନ୍ ସମ୍ମୁଖରେ କ୍ୟାଣ୍ଡେଲ ଜାଳି ଗଲଓ୍ଵାନ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବିଭିନ୍ନ ସ୍ୱେଛାସେବୀ ସଂଗଠନ। ଏଥିସହ ଚୀନ୍ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଚୀନ୍ ସାମଗ୍ରୀ ବର୍ଜନ କରିବାକୁ ଆହ୍ଵାନ ଦେଇଛନ୍ତି ।
ସୂଚନା ଥାଉକି, ଗତ ସୋମବାର ରାତିରେ ପୂର୍ବ ଲଦାଖର ଗଲ୍ଓ୍ଵାନ୍ ଘାଟିରେ ଭାରତୀୟ ସୀମାରେ ପଶି ଚୀନ ସେନା ଆକ୍ରମଣ କରିବାରୁ ଜଣେ କର୍ଣ୍ଣେଲଙ୍କ ସମେତ ୨୦ ଜଣ ଯବାନ ସହିଦ ହୋଇଥିଲେ। ଏହାର ପାଲଟା ଜବାବରେ ଚୀନ ସେନାର ମଧ୍ଯ ୪୩ ଜଣ ସୈନିକ ପ୍ରାଣ ହରାଇଥିଲେ ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…