Categories: ରାଜ୍ୟ

କେନ୍ଦ୍ରାପଡା : ଧରମ ପୁଅର ଅଧର୍ମ କାଣ୍ଡ, ପାଟକୁରାରେ ଟ୍ରିପଲ ମର୍ଡର

କେନ୍ଦ୍ରାପଡା (କେନ୍ୟୁଜ୍): ଧରମ ପୁଅର ଅଧର୍ମ କାଣ୍ଡ। ଜମିଜମା ବିବାଦକୁ ନେଇ ଏକାସାଙ୍ଗରେ ତିନି ତିନିଟି ହତ୍ୟାକାଣ୍ଡ। କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ମଧୁସୂଦନପୁର ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ପୁତୁରାର ଠେଙ୍ଗା ମାଡରେ ବଡବାପା ଓ ବଡବୋଉଙ୍କ ମୃତ୍ୟୁ ହୋଇଛି। ମୃତକମାନେ ବଡବାପା ଭୋଇ ଦାସ, ବଡବୋଉ ସରସ୍ୱତୀ ଦାସ ଓ ଭଉଣୀ ପ୍ରତିମା ଦାସ । ସୂଚନା ମୁତାବକ ଅଭିଯୁକ୍ତ ବିକ୍ରମ ଦାସଙ୍କୁ ଭୋଇ ଦାସ ଓ ସରସ୍ୱତୀ ଦାସ ପୁଅ କରି ନେିଥିଲେ।

ଗତକାଲି ବିଳମ୍ବିତ ରାତିରେ ବିକ୍ରମ ଦାସ ନିଶାଗ୍ରସ୍ତ ହୋଇ ଜମିଜମା ବିବାଦକୁ ନେଇ ସମସ୍ତଙ୍କୁ ଆକ୍ରମଣ କରିଥିଲା। ପୁଅର ଠେଙ୍ଗା ମାଡରେ ମାଆ ମାଆ କେତକୀ ଦାସ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଛି। ଖବର ପାଇ ପାଟକୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଫେରାର ହୋଇଯାଇଛି।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

9 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

23 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

38 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

49 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

60 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago