Categories: ରାଜ୍ୟ

କେନ୍ଦୁଝର: ପ୍ରାତଃଭ୍ରମଣରୁ ଫେରୁଥିବା ବେଳେ ମାଡ଼ିଗଲା ଟ୍ରକ୍, ଦୁର୍ଘଟଣାରେ ୨ ଭଉଣୀ ମୃତ

କେନ୍ଦୁଝର (କେନ୍ୟୁଜ୍) : ପ୍ରାତଃଭ୍ରମଣରୁ ଫେରୁଥିବା ବେଳେ ଚାଲିଗଲା ଜୀବନ। କେନ୍ଦୁଝର ସଦର ଥାନା ରାଇସୁଆଁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଭଉଣୀ ପ୍ରାଣ ହରାଇଛନ୍ତି। ଆଜି ସକାଳୁ ପ୍ରାତଃଭ୍ରମଣ ସାରି ଫେରୁଥିବା ବେଳେ ୨ଭଉଣୀଙ୍କ ଉପରେ ଟ୍ରକ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇ ଟ୍ରକ ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଛି। ମୃତକମାନେ ପଙ୍କଜିନୀ ଦାସ ଓ ନିବେଦିତା ଦାସ ବୋଲି ଚିହ୍ନଟ ହୋଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Sonalisa

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

27 seconds ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

17 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

50 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

52 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

58 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago