ଟ୍ରକ- ବସ୍ ଧକ୍କା : ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କୋରପୁଟ : ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛନ୍ତି ଯାତ୍ରୀ। କୋରପୁଟ ଘାଟଗୁଡ଼ା ନିକଟ ଜାତୀୟ ରାଜପଥ ଉପରେ ଏକ ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍। ଘଟଣାରେ ଡ୍ରାଇଭର ସମେତ ୭ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋରାପୁଟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍ଟି କୋରାପୁଟରୁ ନବରଙ୍ଗପୁର ଯାଉଥିଲା। ଡ୍ରାଇଭରର ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

Leave A Reply

Your email address will not be published.