ମର୍ମନ୍ତୁଦ ସଡକ ଦୁର୍ଘଟଣା: ଟ୍ରକ୍ ଓ କାର ମୁହାଁମୁହିଁ ଧକ୍କା; ୨ ଆହତ, ଜଣେ ଗୁରୁତର

କଟକ ବିଡାନାସୀ ଭୁଆସୁଣୀ ବନ୍ଧ ଗଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। କାର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ।

କଟକ (କେନ୍ୟୁଜ): କଟକ ବିଡାନାସୀ ଭୁଆସୁଣୀ ବନ୍ଧ ଗଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। କାର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁର୍ଘଟଣାରେ ଦୁଇ ଜଣ ଆହତ ହୋଇଥିବା ବେଳେ ଜଣଙ୍କକର ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଗୁରୁତର ଥିବା ବ୍ୟକ୍ତିଙ୍କୁ କଟକ scb ବଡ଼ ମେଡ଼ିକାଲକୁ ନିଆଯାଇଛି। ଘଟଣା ସ୍ଥଳରେ ବିଡାନାସି ପୋଲିସ ତଦନ୍ତ କରୁଛି।

Leave A Reply

Your email address will not be published.