ଚାନ୍ଦବାଲି(କେନ୍ୟୁଜ୍): ଚାନ୍ଦବାଲି ରାଜ୍ଯ ରାଜପଥର ଦିଗଛିଆ ବଜାରରେ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ୩ ଜଣ । ସୂଚନା ମୁତାବକ ଭଦ୍ରକ ପଟୁ ଚାନ୍ଦବାଲି ଅଭିମୁଖେ ଆଇ.ଓ.ସିଏଲ ପାଇପ ନେଇ ଯାଉଥିବା ୧୨ ଚକିଆ ଗାଡି ସହ ଚାନ୍ଦବାଲି ପଟୁ ଆସୁଥିବା ଏକ ଖାଲି ପିକ୍ଅପ ସହ ମୁହାଁମୁହଁ ଧକ୍କା ହେବା ଫଳରେ ୧୨ ଚକିଆ ଗାଡିର ଆଗ ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି ।
ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା । ତେବେ ଦୁର୍ଘଟଣାରେ ଜଣେ ଆହତ ହୋଇପଡିଥିବା ବେଳେ ଅନ୍ଯ ୨ ଜଣ ଭଲଥିବା ଜଣାପଡିଛି ।
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…