କେନ୍ଦୁଝର(କେନ୍ୟୁଜ୍): କେନ୍ଦୁଝର ସହର ନିକଟ ଜାତୀୟ ରାଜପଥ ୪୯ର ଗୁରୁଦ୍ୱାର ନିକଟରେ ଛିଡା ହୋଇଥିବା ଏକ ଟ୍ରକରେ ଲାଗିଲା ନିଆଁ । ସୂଚନା ଅନୁଯାୟୀ ଆଜି ଶଙ୍କରପୁର ଗୁରୁଦ୍ୱାର ନିକଟରେ କିଛିଦିନ ହେବ ଟ୍ରକଟି ଛିଡା ହୋଇଥିଲା ଆଜି ମଧ୍ୟାହ୍ନ ସମୟରେ ରାସ୍ତା କଡରେ ଥିବା ଅଳିଆ ଗଦାରୁ ନିଆଁ ଜଳି ଘାସ ଦ୍ୱାରା ସିଧା ଟ୍ରକରେ ଲାଗିଥିଲା । ଯାହା ଦ୍ବାରା ଟ୍ରକଟିରେ ନିଆଁ ଧରିଥିଲା।
ଗୁରୁଦ୍ୱାରରେ ଥିବା ଲୋକେ ଏହାଦେଖି ଦମକଳ ବାହିନୀକୁ ଜଣାଇଥିଲେ। ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଟ୍ରକର ପଛ ଚାରିଟି ଚକ ପୋଡି ଯାଇଥିବା ବେଳେ ଠିକଣା ସମୟରେ ଦମକଳ ବାହିନୀ ପହଞ୍ଚି ଥିବାରୁ ଏକ ବଡ଼ ଦୁର୍ଘଟଣାରୁ ଟ୍ରକଟି ବର୍ତ୍ତି ଯାଇଥିବା ଜଣାପଡିଛି।
ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…