ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍, ୧୬ଜଣ ଗୁରୁତର ଆହତ

କଟକ : ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍ । କଟକ ସଦର ଥାନା ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା । ଏଥିରେ ୧୬ଜଣ ଗୁରୁତର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ଆହତ ମାନଙ୍କୁ ଏସ ସି ବି ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୭ଜଣ ପୁରୁଷ, ୯ ଜଣ ମହିଳା ଅଛନ୍ତି । ଘଟଣାସ୍ଥଳରେ ସଦର ଥାନା ପୋଲିସର ଛାନବିନ ଜାରି ।

Leave A Reply

Your email address will not be published.