ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସିଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ତାଳଚେର : ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସିଲା ଟ୍ରକ୍‌ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । ଟ୍ରକଟି ଦୃତ ଗତିରେ ତାଳଚେର ପଟୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସି ପଡିଥିଲା ।

ଗୁରୁତର ଅବସ୍ଥାରେ ଡ୍ରାଇଭରକୁ ଉଦ୍ଧାର କରି ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.